1
ଯୋହନ 13:34-35
ପବିତ୍ର ବାଇବଲ
“ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭେମାନେ ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରୁଛି, ତୁମ୍ଭେମାନେ ପରସ୍ପରକୁ ସେହିପରି ପ୍ରେମ କରିବା ଉଚିତ୍। ତୁମ୍ଭେ ଯଦି ପରସ୍ପରକୁ ପ୍ରେମ କରିବ, ତେବେ ସମସ୍ତେ ଜାଣିବେ ଯେ ତୁମ୍ଭେମାନେ ମୋର ଶିଷ୍ୟ।”
Mampitaha
Mikaroka ଯୋହନ 13:34-35
2
ଯୋହନ 13:14-15
ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସେବକ ରୂପେ ଧୋଇଲି। ତେଣୁ ତୁମେ ମଧ୍ୟ ପରସ୍ପରର ପାଦ ଧୋଇବା ଉଚିତ୍। ମୁଁ ଏହା ତୁମ୍ଭ ପାଇଁ ଗୋଟିଏ ଆଦର୍ଶ ସ୍ୱରୂପ କଲି। ତେଣୁ ତୁମ୍ଭେ ପରସ୍ପର ମଧ୍ୟରେ ଏହିପରି କରିବ।
Mikaroka ଯୋହନ 13:14-15
3
ଯୋହନ 13:7
ଯୀଶୁ କହିଲେ, “ତୁମେ ଏବେ ଜାଣିପାରୁ ନାହଁ ଯେ, ମୁଁ କ'ଣ କରୁଛି। କିନ୍ତୁ ପରେ ତୁମେ ବୁଝିବ।”
Mikaroka ଯୋହନ 13:7
4
ଯୋହନ 13:16
ମୁଁ ଏହା ସତ୍ୟ କହୁଛି, ଜଣେ ସେବକ ତା'ର ପ୍ରଭୁଠାରୁ ବଡ଼ ନୁହେଁ। ଯେଉଁ ଲୋକକୁ କିଛି କାର୍ଯ୍ୟ କରିବା ପାଇଁ ପଠାଯାଇଛି, ସେ ପ୍ରେରଣକର୍ତ୍ତାଙ୍କଠାରୁ ବଡ଼ ନୁହେଁ।
Mikaroka ଯୋହନ 13:16
5
ଯୋହନ 13:17
ଯଦି ତୁମ୍ଭେ ଏହା ସବୁ ଜାଣ ତେବେ ତୁମ୍ଭେ ଏହି କାର୍ଯ୍ୟ କରି ଖୁସୀ ହେବ।
Mikaroka ଯୋହନ 13:17
6
ଯୋହନ 13:4-5
ସେମାନେ ଖାଇବା ସମୟରେ ଯୀଶୁ ଠିଆ ହୋଇ ପିନ୍ଧିଥିବା ଲମ୍ବା ପୋଷାକଟି ଖୋଲିଦେଲେ। ସେ ଅଣ୍ଟାରେ ଗୋଟିଏ ତଉଲିଆ ଗୁଡ଼େଇ ହୋଇ ପଡ଼ିଲେ। ତା'ପରେ ସେ ପାତ୍ରରେ ଜଳ ଭର୍ତ୍ତି କଲେ ଓ ଶିଷ୍ୟମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟାରେ ବାନ୍ଧିଥିବା ତଉଲିଆରେ ସେମାନଙ୍କର ପାଦ ପୋଛିଲେ।
Mikaroka ଯୋହନ 13:4-5
Fidirana
Baiboly
Planina
Horonan-tsary