ଲୁକ୍ 23
23
ଜିସୁକେ ପିଲାତର୍ ଲଗେ ନେଲାଇ
(ମାତିଉ ୨୭:୧-୨,୧୧-୧୪; ମାର୍କ ୧୫:୧-୫; ଜଅନ୍ ୧୮:୨୮-୩୮)
1ତାର୍ ପଚେ ବିଚାର୍ କର୍ବା ବଡ୍ ସବାର୍ ଜାଗାଇ ବସିରଇଲା ସବୁ ଲକ୍ମନ୍ ଉଟିକରି ଜିସୁକେ ପିଲାତର୍ ଲଗେ ଦାରିଗାଲାଇ । 2ସେ ଲକ୍ମନ୍ ଜିସୁକେ ନିନ୍ଦା କରି ଏନ୍ତି କଇବାର୍ ବସ୍ଲାଇ, “ଏ ଲକ୍ ଆମର୍ ଲକ୍ମନ୍କେ ବୁଲ୍ ସିକିଆ ଦେଇତେ ରଇଲା ଆରି କାଇସର୍ ସମ୍ରାଟ୍କେ ସିସ୍ତୁ ଦିଆସ୍ ନାଇ ବଲି ସିକାଇଲା ବେଲେ ତାକେ ଦାର୍ଲୁ । ଆରି ସେ ନିଜ୍କେ ମୁଇ ପର୍ମେସର୍ ବାଚି ପାଟାଇଲା ରାଜା କିରିସ୍ଟ ବଲି କଇଲାନି ।”
3ସେଟାର୍ ପାଇ ପିଲାତ୍ ଜିସୁକେ ପାଚାର୍ଲା, “ତୁଇ କାଇ ଜିଉଦି ଲକ୍ମନର୍ ରାଜା କି ?” ଜିସୁ ତାକେ କଇଲା, “ତମେତା କଇଲାସ୍ନି ।”
4ତାର୍ ପଚେ ପିଲାତ୍ ମୁକିଅ ପୁଜାରିମନ୍କେ ଆରି ତେଇ ରଇଲା ସବୁ ଲକ୍ମନ୍କେ କଇଲା, “ମୁଇ ଏ ଲକ୍ ଦସି ବଲି କାଇ ବୁଲ୍ ଦେକି ନାଇ ।”
5ମାତର୍ ସେମନ୍ ତର୍କେତର୍ ଆଉଲିଅଇ କଇଲାଇ, “ତାର୍ ସିକିଆର୍ ଲାଗି ସେ ଜିଉଦାର୍ ସବୁବାଟର୍ ଲକ୍ମନର୍ ବିତ୍ରେ କଲି ଲାଗାଇଲାନି । ସେଟା, ସେ ଗାଲିଲିତେଇ ଆରାମ୍ କରି, ଏବେ ଇତି ଜାକ ଆଇଲା ଆଚେ ।”
ଜିସୁକେ ଏରଦର୍ ଲଗେ ପାଟାଇଲାଇ
6ଏ କାତା ସୁନି ପିଲାତ୍ ଲକ୍ମନ୍କେ ପାଚାର୍ଲା, “ଏଟା ଗଟେକ୍ ଗାଲିଲି ଦେସର୍ ଲକ୍ କି ?” 7ପିଲାତ୍ ଜିସୁକେ ଗାଲିଲି ଦେସର୍ ଲକ୍ ବଲି ଜାନି, ତାକେ ଗାଲିଲି ଦେସ୍ ସାସନ୍ କର୍ବା ଏରଦର୍ଲଗେ ପାଟାଇ ଦେଲା । କାଇକେ ବଇଲେ, ସେ ବେଲେ ଏରଦ୍ ମିସା ଜିରୁସାଲମେ ରଇଲା । 8ଏରଦ୍ ଜିସୁକେ ଦେକି କରି ବେସି ସାର୍ଦା ଅଇଲା । କାଇକେ ବଇଲେ ଜିସୁର୍ ବିସଇ ଆଗ୍ତୁ ସୁନି ରଇଲା ଆରି ତାର୍ ମୁଆଟେ କାବା ଅଇଜିବା କାମ୍ ଦେକ୍ବାକେ ମନ୍ କର୍ତେରଇଲା । 9ସେଟାର୍ ପାଇ ଏରଦ୍ ତାକେ କାଇ କାଇ ବିସଇ ପାଚାର୍ବାର୍ ଦାର୍ଲା । ମାତର୍ ଜିସୁ ତାକେ କାଇବଲି ମିସା କଏ ନାଇ । 10ସେଡିକି ବେଲେ ତେଇ ଟିଆଅଇରଇଲା ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଉମନ୍ ସବୁ ମିସି କରି ଜିସୁର୍ ବିରୁଦେ ଆଉଲିଅଇ କଇବାର୍ ଦାର୍ଲାଇ । 11ଏରଦ୍ ଆରି ତାର୍ ସନିଅମନ୍ ଜିସୁକେ କିଜାଇଲାଇ ଆରି ନିନ୍ଦା କଲାଇ । ଜିସୁକେ ରାଜାମନ୍ ପିନ୍ଦ୍ବା ନିମାନ୍ ପଚିଆ ପିନ୍ଦାଇ ପିଲାତ୍ଟାନେ ପାଟାଇ ଦେଲାଇ । 12ସେ ଦିନେଅନି ପିଲାତ୍ ଆରି ଏରଦ୍ ମଇତର୍ ଅଇଲାଇ । ତାର୍ ଆଗ୍ତୁ ସେମନ୍ ଦୁଇ ଲକ୍ ସତ୍ରୁ ଅଇରଇଲାଇ ।
ଜିସୁକେ ମର୍ବା ଦଣ୍ଡ୍ଦେଲାଇ
(ମାତିଉ ୨୭:୧୫-୨୬; ମାର୍କ ୧୫:୬-୧୫; ଜଅନ୍ ୧୮:୩୯–୧୯:୧୬)
13ତାର୍ପଚେ ପିଲାତ୍ ମୁକିଅ ପୁଜାରିମନ୍କେ, ନେତାମନ୍କେ ଆରି ସବୁ ଲକ୍ମନ୍କେ ଗଟେକ୍ଟାନେ ରୁଣ୍ଡାଇକରି ସେମନ୍କେ କଇଲା, 14ଏ ଲକ୍ ଲକ୍ମନ୍କେ ସର୍କାରର୍ ବିରୁଦେ ବୁଲ୍ ସିକିଆ ଦେଲାନି ବଲି ମର୍ ଲଗେ ଆନିଆଚାସ୍ । ଆରି ଦେକା ମୁଇ ତମର୍ ମୁଆଟେ ତାକେ ପରିକା କଲି, ତାର୍ ବିରଦେ ତମେ ସବୁଲକ୍ ନିନ୍ଦାକଲାଟା ମିଲେନାଇ । 15ଏରଦ୍ ମିସା ତାର୍ଟାନେ କାଇ ବୁଲ୍କଲାଟା ନ ଦେକି ଆମ୍କେ ବାଉଡାଇଦେଲା ଆଚେ । ଏ ଲକ୍ ମରନ୍ ଡଣ୍ଡ୍ ପାଇବାପାରା ବୁଲ୍ କାମ୍ କରେ ନାଇ । 16ସେଟାର୍ପାଇ ମୁଇ ଆକେ କର୍ଡା ମାଡ୍ ମାରିକରି ଚାଡିଦେବି । 17ଆରି ଦେକା ସବୁ ବର୍ସେ ରକିଆ ପାଇବା ପରବ୍ ବେଲାଇ ଜିଉଦି ଜାତିକେ ସନ୍ମାନ୍ ଦେବାକେ ଗଟେକ୍ ବନ୍ଦିକେ ମୁକ୍ଲାଇ ଦେବା ନିୟମ୍ ରଇଲା ।
18ମାତର୍ ସବୁଲକ୍ମନ୍ ଆଉଲିଅଇ କଇଲାଇ, “ଆକେ ମରାଆ ଆରି ଆମର୍ ପାଇ ବାର୍ବାକେ ଚାଡିଦିଆସ୍ ।” 19ଏ ବାର୍ବା ବଲ୍ବା ଲକ୍, ସର୍କାରର୍ ବିରଦେ ବୁଲ୍ କରିରଇଲା ଆରି ଗଟେକ୍ ଲକ୍କେ ମାରି ରଇଲା । ସେଟାର୍ପାଇ ତାକେ ବନ୍ଦି କରିରଇଲାଇ ।
20ମାତର୍ ପିଲାତ୍ ଜିସୁକେ ଚାଡିଦେବାକେ ମନ୍କରି ତାର୍ ଲଗେ କାଇ ବୁଲ୍କଲାଟା ଡିସେନାଇ ବଲି ସେମନ୍କେ ତର୍କେ ତର୍ ବୁଜାଇଲା । 21ମାତର୍ ଲକ୍ମନ୍ ବେସି ଆଉଲି ଅଇ, “ତାକେ କୁର୍ସେ ଚଗାଇ ମରାଆ ! ତାକେ କୁର୍ସେ ଚଗାଇ ମରାଆ !” 22ତାର୍ପଚେ ପିଲାତ୍ ସେମନ୍କେ ଆଗେ ଦୁଇତର୍ ପାଚାର୍ଲାଟା ଚାଡି ଆରିତରେକ୍ ସମାନ୍ଟାସେ କଇଲା, “କାଇକେ ? ସେ କାଇ ବୁଲ୍ କଲାଆଚେ ଜେ ? ତାର୍ଟାନେ କାଇମିସା ମରନ୍ ପାଇବା ଡଣ୍ଡ୍ ଏତ୍କି ଦସ୍ ମିଲେ ନାଇ । ଏନ୍ତି ବଇଲେ ମିସା ତାକେ କର୍ଡା ମାଡ୍ ମାରି ଚାଡି ଦେବି ।”
23ମାତର୍ ଲକ୍ମନ୍ ଆରି ବେସି ଆଉଲିଅଇ ତର୍କେ ତର୍ “ତାକେ କୁର୍ସେ ଚଗାଇ ମରାଆ !” ବଲି ବାଦିଅ କଲାଇ । ସାରାସାରି ପଚେ ସେମନ୍ ଆଉଲିଅଇଲାଟା ଜିତ୍ଲା । 24ତାର୍ ପଚେ ପିଲାତ୍ ଲକ୍ମନର୍ ଜାଇଟା କର୍ବାକେ ମନ୍ କଲାଇ, ସେ ଇସାବେ ଜିସୁକେ ମରନର୍ ଡଣ୍ଡ୍ ଦେବାକେ ରାଜି ଅଇଲା । 25ପଚେ ପିଲାତ୍ ଲକ୍ମନର୍ କଇବା ଇସାବେ, ବାର୍ବା ନାଉଁର୍ ଲକ୍ ଜେ କି, ଆଗ୍ତୁ ଗଟେକ୍ ଲକ୍କେ ମରାଇରଇଲା ଆରି ସର୍କାରର୍ ବିରୁଦେ ବୁଲ୍କାମ୍ କରି ବନ୍ଦି ଅଇରଇଲା, ତାକେ ମୁକ୍ଲାଇଲା । ଜିସୁକେ ତାକର୍ ମନ୍କଲା ଇସାବେ ଡଣ୍ଡ୍ ଦେବାକେ ସର୍ପିଦେଲା ।
ଜିସୁକେ କୁର୍ସେ କୁଟିମାର୍ଲାଇ
(ମାତିଉ ୨୭:୩୨-୪୪; ମାର୍କ ୧୫:୨୧-୩୨; ଜଅନ୍ ୧୯:୧୭-୨୭)
26ସନିଅମନ୍ ଜିସୁକେ ଦାରିଜିବା ବେଲେ କୁରିଣିୟ ସିମନ୍ ନାଉଁର୍ ଲକ୍କେ ବେଟ୍ପାଇଲାଇ । ଜେ କି ଗାଏଁଅନି ଜିରୁସାଲାମେ ଆଇତେରଇଲା । ତାକେ ଅଟ୍କାଇକରି ଜିସୁ ବଇଲା କୁର୍ସ ଲାଦିଦେଲାଇ ଆରି ତାର୍ ପଚେ ଜିବାକେ ବାଦିଅ କଲାଇ ।
27ଆରି ବେସି ଲକ୍ମନ୍ ଜିସୁର୍ ପଚେ ପଚେ ଜାଇତେ ରଇଲାଇ । ତେଇ କେତେଟା ବୁକେ ପିଟିଅଇ କାନ୍ଦ୍ବା ମାଇଜିମନ୍ ମିସା ରଇଲାଇ । 28ମାତର୍ ଜିସୁ ସେମନର୍ ବାଟେ ପାସ୍ଲିକରି କଇଲା, ଏ ଜିରୁସାଲମ୍ ଗଡର୍ ମାଇଜିମନ୍, ମର୍ପାଇ କାନ୍ଦା ନାଇ । ମାତର୍ ନିଜର୍ ପାଇ ଆରି ନିଜର୍ ପିଲାମନର୍ ପାଇ କାନ୍ଦା । 29କାଇକେବଇଲେ ଦେକା “ଜନ୍ ମାଇଜି ବାଞ୍ଜି ଆରି କେବେ ମିସା ଗାଗ୍ଡେ ନ ଅଇକରି ଆଚତ୍, ଆରି ଜେ କି କେବେ ମିସା ଦୁଦ୍ କୁଆଏ ନାଇ, ସେମନ୍ କେଡେକ୍ ନିକ କରମର୍ ଲକ୍ !” ବଲି କଇବା ଦିନ୍ ଆଇଲାନି । 30#ପର୍କାସିତ ୬:୧୬ସେବେଲାଇ ଲକ୍ମନ୍ ଡଙ୍ଗର୍ମନ୍କେ କଇବାର୍ ଦାର୍ବାଇ, ଆମର୍ ଉପ୍ରେ ଅଦ୍ରି ଦିଆସ୍ । କୁପ୍ଲିମନ୍କେ କଇବାର୍ ଦାର୍ବାଇ, ଆମ୍କେ ତପିଦିଆସ୍ । 31କାଇକେ ବଇଲେ ଗଚ୍ କାଁଚାପତ୍ରିଆ ରଇଲା ବେଲେ, ଜଦି ଏ ସବୁ ଗଟ୍ନା ଗଟ୍ଲାନି ବଇଲେ ସେଟା ସୁକିଗାଲେ ଆରି କାଇଟା ଅଇସି ।
32ଜିସୁର୍ ସଙ୍ଗ୍ ଆରି ଦୁଇଟା ବଡ୍ ବୁଲ୍ କରିରଇବା ଲକ୍ମନ୍କେ ମିସା ମରାଇବାକେ ନେଲାଇ । 33ଆରି ସେମନ୍ କପ୍ରି ନାଉଁର୍ ଗଟେକ୍ ଜାଗାଇ କେଟିକରି ଜିସୁକେ ଆରି ଚର୍ମନ୍କେ, ତାର୍ ଡେବ୍ରି ବାଟେ ଗଟେକ୍ ଲକ୍କେ ଆରି ଉଜାବାଟେ ଗଟେକ୍ ଲକ୍କେ ଆତେ, ପାଦେ କୁଟିମାରି ଟେକିଦେଲାଇ । 34ସେବେଲା ଜିସୁ କଇଲା, “ଏ ବାବା ଏମନ୍କେ କେମା କରିଦିଆସ୍, କାଇକେ ବଇଲେ ଏମନ୍ କାଇଟା କଲାଇନି ସେଟା ନାଜାନତ୍ ।” ସେମନ୍ ଜିସୁର୍ ପଚିଆ ନେଇ କାକେ ମିଲ୍ସି ବଲି କେଡ୍ ପୁଟାଇଲାଇ । 35ସବୁ ଲକ୍ମନ୍ ଟିଆଅଇ ଦେକ୍ବାବେଲେ ଜିଉଦି ନେତାମନ୍ ଜିସୁକେ କିଜାଇକରି ଆଁସ୍ଲାଇ ଆରି କଇଲାଇ “ସେ ବିନ୍ଲକ୍ମନ୍କେ ରକିଆ କଲା, ଜଦି ତୁଇ ପର୍ମେସର୍ ବାଚିପାଟାଇଲା କିରିସ୍ଟ ବଇଲେ ନିଜ୍କେ ରକିଆ କର ।”
36ଆରି ସନିଅମନ୍ ଜିସୁର୍ ଲଗେ ଆସିକରି ତାକେ ଗନ୍ଦ୍ବା ରସ୍ ଦେଇ କିଜାଇକରି କଇଲାଇ, । 37“ତୁଇ ଜଦି ଜିଉଦି ଲକ୍ମନର୍ ରାଜା, ନିଜ୍କେ ରକିଆ କର୍ ।”
38ଆରି ତାର୍ କୁର୍ସର୍ ଟିପେ ଏଟା ଜିଉଦିମନର୍ ରାଜା, ବଲି ଲେକି ଅଲାଇଦେଲାଇ ।
39ତେଇ ବଡ୍ ବୁଲ୍ କରି କୁର୍ସେ ଚଗାଇଅଇରଇବା ଗଟେକ୍ ଲକ୍ ଜିସୁକେ ନିନ୍ଦା କରି କଇଲା, “ତୁଇ ଜଦି ପର୍ମେସର ବାଚି ପାଟାଇଲା କିରିସ୍ଟ ରାଜା ଜିସୁ ବଇଲେ, ନିଜ୍କେ ରକିଆ କରି ଆମ୍କେ ମିସା ରକିଆ କର୍ ।” 40ମାତର୍ ଆରି ଗଟେକ୍ ଲକ୍ ତାକେ ଦମ୍କାଇ କରି କଇଲା, “ତୁଇ କାଇ ପର୍ମେସର୍କେ ଡରୁସ୍ ନାଇ କି ? ତୁଇ ମିସା ତାର୍ପାରା ସମାନ୍ ଡଣ୍ଡ୍ ପାଇଲୁସ୍ନି କି ନାଇ ? 41ଆରି ଆମେ ବୁଲ୍କରି ନିୟମ୍ ଇସାବେ ଡଣ୍ଡ୍ ପାଇଲୁନି । ମାତର୍ ସେତା କାଇ ବୁଲ୍ କରେ ନାଇ ।” 42ଆରି ସେ ଜିସୁକେ, “ଏ ଜିସୁ, ତୁଇ ନିଜର୍ ରାଇଜେ ରାଜା ଅଇ ଆଇଲେ ମକେ ଏତାଆ ।”
43ଜିସୁ ତାକେ କଇଲା, “ମୁଇ ତକେ ସତ୍ କଇଲିନି, ଆଜିସେ ତୁଇ ମର୍ସଙ୍ଗ୍ #୨୩:୪୩ ଜିସୁକେ ବିସ୍ବାସ୍ କରି ମଲା ଲକ୍ମନ୍ ରଇବା ସାର୍ଦାର୍ ଜାଗାପାରଦେସେ ରଇସୁ ।”
ଜିସୁ ମର୍ବାଟା
(ମାତିଉ ୨୭:୪୫-୫୬; ମାର୍କ ୧୫:୩୩-୪୧; ଜଅନ୍ ୧୯:୨୮-୩୦)
44ସେବେଲେ ଆଡ୍ବେଲା ଅଇରଇଲା । ଆରି ବେଲର୍ ଉଜଲ୍ ଜାଉଁଲିଜାଇକରି, ତିନ୍ ଗଁଟା ଜାକ ଗୁଲାଇ ଦେସ୍ ଆନ୍ଦାର୍ ଅଇଗାଲା 45ଆରି ଏଦେ ଦେକା ! ମନ୍ଦିରର୍ ସୁକଲ୍ ଜାଗା, ବିନେ କର୍ବା ପାର୍ଦା ମଜାଇ ଦୁଇପଡା ଅଇ ଚିରିଅଇଲା । 46ଆରି ଜିସୁ ଆଉଲିଅଇ କଇଲା, “ଏ ବାବା, ମର୍ ଆତ୍ମା ତକେ ସର୍ପିଦେଲିନି ।” ଏତ୍କି କଉ କଉ ତାର୍ ଜିବନ୍ ଚାଡିଗାଲା ।
47ରମିୟ ସନିଅମନର୍ ସେନାପତି ଏ ଗଟ୍ନା ଦେକି, ପର୍ମେସରର୍ ମଇମା କରି କଇଲା, “ସତଇସେ ଏ ଗଟେକ୍ ଦରମ୍ ଲକ୍ ରଇଲା ।”
48ଆରି ଜନ୍ ଲକ୍ମନ୍ ଏ ଗଟ୍ନା ଦେକ୍ବାକେ ରୁଣ୍ଡିରଇଲାଇ ସେମନ୍ ସେଟା ସବୁ ଦେକି ଦୁକ୍କରି ବୁକେ ମାରିଅଇ ଗରେ ବାଅଡ୍ଲାଇ । 49#ଲୁକ୍ ୮:୨,୩ମାତର୍ ଜିସୁର୍ ଚିନାର୍ଜାନାର୍ ଲକ୍ମନ୍ ଆରି ଗାଲିଲିଅନି ଆସି ତାର୍ ପଚ୍ପଚ୍ ଆଇତେରଇବା ମାଇଜିମନ୍ ଦୁରିକେ ଟିଆଅଇ ଏ ସବୁ ଦେକ୍ତେ ରଇଲାଇ ।
ଜିସୁର୍ ମଡା ସଙ୍ଗଇବା ଜାଗା
(ମାତିଉ ୨୭:୫୭-୬୧; ମାର୍କ ୧୫:୪୨-୪୭; ଜଅନ୍ ୧୯:୩୮-୪୨)
50ଆରି ଦେକା, ଆରାମାତିଆ ଗଡର୍ ଜିଉଦିମନର୍ ନେତା ଜସେପ୍ ନାଉଁର୍ ଗଟେକ୍ ଦରମ୍ ଆରି ମର୍ଜିତାର୍ ଲକ୍ ରଇଲା । ସେ ପର୍ମେସରର୍ ରାଇଜ୍ ଆସ ବଲି ଜାଗିରଇଲା । 51ମାତର୍ ଆରାମାତିଆ ଗାଉଁର୍ ସେ ଲକ୍ ବଡ୍ସବାର୍ ଗଟେକ୍ ମେମର୍ ରଇଲେ ମିସା, ସେମନର୍ ନିଆଇ ଆରି କାମ୍ ସଙ୍ଗ୍ ରାଜିଅଇ ନ ରଇଲା । ଆରି ପର୍ମେସରର୍ ରାଇଜ୍ ଜାଗ୍ତେରଇଲା । 52ସେ ପିଲାତର୍ ଲଗେ ଜାଇ ଜିସୁର୍ ମଲା ମଡ୍ ମାଙ୍ଗ୍ଲା । 53ଜିସୁର୍ ମଡ୍ କୁର୍ସେଅନି ଉତ୍ରାଇ ଉଲ୍ଉଲା ପଚିଆଇ ଗୁଡିଆଇକରି ଜେନ୍ତିକି କେବେ କାକେ ନ ସଙ୍ଗଇରଇଲା, ଗଟେକ୍ ରାଙ୍ଗ୍ନି କାଟି ତିଆର୍କରି ରଇଲା ପାଆରେ ନେଇ ସଙ୍ଗଇଲାଇ । 54ସେ ଦିନ୍ ବିସ୍ରାମ୍ବାର୍ ଦିନ୍ ନ ଅଇରଇଲା, ସେ ଦିନ୍ କେଟି ଆଇତେରଇଲା ।
55ଆରି ଗାଲିଲିଅନି ଜିସୁର୍ ସଙ୍ଗ୍ ରଇଲା ମାଇଜିମନ୍ ଜସେପର୍ ସଙ୍ଗ୍ ଜାଇକରି ପାଆର୍ ବିତ୍ରେ ଜିସୁର୍ ଗାଗଡ୍ କେନ୍ତି ସଙ୍ଗଇଲା ଆଚେ ବଲି ଦେକ୍ଲାଇ । 56ସେମନ୍ ବାଉଡିଜାଇ ବାସ୍ନା ଚିକନ୍ ଆରି ବାସ୍ନା ଦିନ୍ସୁ ତିଆର୍ କର୍ତେ ରଇଲାଇ । ସେ କାମ୍ ସାର୍ବାକେ ବିସ୍ରାମ୍ଦିନ୍ କେଟ୍ଲା । ଆରି ସେ ଦିନେ ମସାର୍ ନିୟମ୍ ଇସାବେ, ସେମନ୍ ବିସ୍ରାମ୍ କଲାଇ ।
Voafantina amin'izao fotoana izao:
ଲୁକ୍ 23: NTSaa20
Asongadina
Hizara
Dika mitovy
Tianao hovoatahiry amin'ireo fitaovana ampiasainao rehetra ve ireo nasongadina? Hisoratra na Hiditra
The New Testament in Desiya Language © The Word for the World International and Desiya Translation Samithi, Koraput, Odisha. 2020

: