Kisary famantarana ny YouVersion
Kisary fikarohana

ଯୋହନ 11:43-44

ଯୋହନ 11:43-44 OERV

ଏହା ପରେ ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।” ମୃତ ଲୋକଟି ବାହାରି ଆସିଲା। ତାହାଙ୍କର ହାତ ଗୋଡ଼ରେ ଖଣ୍ଡ ଖଣ୍ଡ କନା ଗୁଡ଼େଇ ହୋଇଥିଲା। ତାହାଙ୍କ ମୁହଁରେ ଗୋଟିଏ ରୁମାଲ ବନ୍ଧା ହୋଇଥିଲା। ଯୀଶୁ ଲୋକମାନଙ୍କୁ କହିଲେ, “କନାଗୁଡ଼ିକ କାଢ଼ି ନିଅ ଓ ତାହାଙ୍କୁ ଯିବାକୁ ଦିଅ।”