Kisary famantarana ny YouVersion
Kisary fikarohana

ଯୋହନ 9:2-3

ଯୋହନ 9:2-3 OERV

ଯୀଶୁଙ୍କର ଶିଷ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଏହି ଲୋକଟି ଜନ୍ମରୁ ଅନ୍ଧ କିନ୍ତୁ ସେ କାହାର ପାପ ହେତୁ ଅନ୍ଧ ହୋଇ ଜନ୍ମ ହେଲା? ଏହା ତା’ ନିଜର ପାପ ନା ତା’ ପିତାମାତାଙ୍କର?” ଯୀଶୁ ଉତ୍ତର ଦେଲେ, “ଏହା ତା'ର ପାପ କି ତା’ ବାପାମାଙ୍କର ପାପ ତାକୁ ଅନ୍ଧ କରି ନାହିଁ। ଏହି ଲୋକଟି ଅନ୍ଧ ହୋଇ ଜନ୍ମ ହୋଇଛି, ଯେପରି ଏହି ଲୋକକୁ ମୁଁ ସୁସ୍ଥ କଲାବେଳେ ଲୋକମାନଙ୍କ ଆଗରେ ପରମେଶ୍ୱରଙ୍କ ଶକ୍ତି ପ୍ରଦର୍ଶିତ ହୋଇପାରିବ।