Kisary famantarana ny YouVersion
Kisary fikarohana

ଲୂକ 18:4-5

ଲୂକ 18:4-5 OERV

କିନ୍ତୁ ବିଗ୍ଭରପତି ସ୍ତ୍ରୀଲୋକଟିକୁ ସାହାଯ୍ୟ କରିବାକୁ ଇଚ୍ଛା କରି ନ ଥିଲେ। କେତେ ସମୟ ପରେ ବିଗ୍ଭରପତି ଜଣକ ମନେ ମନେ ଭାବିଲେ, ‘ମୁଁ ପରମେଶ୍ୱରଙ୍କୁ ଡରୁ ନାହିଁ କି ଲୋକମାନେ ମୋ’ ବିଷୟରେ କ’ଣ ଭାବୁଛନ୍ତି, ସେଥିପ୍ରତି ଖାତିରି ବି କରୁ ନାହିଁ। କିନ୍ତୁ ଏହି ସ୍ତ୍ରୀଲୋକଟି ମୋତେ ସବୁବେଳେ ବ୍ୟସ୍ତ କରି ପକାଉଛି। ମୁଁ ତାକୁ ନ୍ୟାୟ ଅଧିକାର ଦେଇଦେଲେ ସେ ମୋ’ ପିଛା ଛାଡ଼ିଦେବ। ନଚେତ ସେ ମୋତେ ହଇକାଣ କରୁଥିବ।’”