Kisary famantarana ny YouVersion
Kisary fikarohana

ଲୂକ 18:7-8

ଲୂକ 18:7-8 OERV

ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥା’ନ୍ତି। ଯାହା ଠିକ୍, ତାହା ପରମେଶ୍ୱର ତାହାଙ୍କ ଲୋକଙ୍କୁ ସଦାବେଳେ ଦେଇଥା’ନ୍ତି। ନିଜ ଲୋକଙ୍କୁ ଉତ୍ତର ଦେବାରେ ପରମେଶ୍ୱର ଆଦୌ ବିଳମ୍ବ କରିବେ ନାହିଁ। ମୁଁ ତୁମ୍ଭକୁ କହୁଛି। ଅତି ଶୀଘ୍ର ପରମେଶ୍ୱର ତାହାଙ୍କ ଲୋକଙ୍କୁ ସାହାଯ୍ୟ କରିବେ। କିନ୍ତୁ ମନୁଷ୍ୟପୁତ୍ର ପୁଣି ଥରେ ଫେରି ଆସିବା ପରେ ସେ ଏ ପୃଥିବୀରେ ତାହାଙ୍କର ବିଶ୍ୱାସୀମାନଙ୍କୁ ପାଇ ପାରିବେ କି?”