Лого на YouVersion
Икона за пребарување

ଲୂକ 24:31-32

ଲୂକ 24:31-32 OERV

ସେହି ସମୟରେ ସେହି ଦୁଇଜଣଙ୍କର ଚକ୍ଷୁ ଖୋଲି ଦିଆଗଲା ଓ ସେମାନେ ଯୀଶୁଙ୍କୁ ଚିହ୍ନି ପାରିଲେ। କିନ୍ତୁ ଯୀଶୁ ସେମାନଙ୍କ ସାମନାରୁ ଅଦୃଶ୍ୟ ହୋଇଗଲେ। ତା'ପରେ ସେମାନେ ପରସ୍ପର କଥାବାର୍ତ୍ତା ହେଲେ, “ଯେତେବେଳେ ଯୀଶୁ ଆମ୍ଭ ସହିତ ରାସ୍ତାରେ କଥାବାର୍ତ୍ତା ହେଉଥିଲେ, ସେତେବେଳେ ଆମ୍ଭ ହୃଦୟ ଭିତରେ ଅଗ୍ନି ଜଳି ଉଠିବା ଭଳି ମନେ ହେଉଥିଲା। ସେ ଆମ୍ଭକୁ ଯେତେବେଳେ ଶାସ୍ତ୍ରର ବାସ୍ତବ ଅର୍ଥ ବୁଝାଉଥିଲେ, ତାହା ଆମ୍ଭକୁ ଉତ୍ତେଜିତ କରି ଦେଉଥିଲା।”