1
ଯୋହନ 9:4
ପବିତ୍ର ବାଇବଲ (Re-edited) - (BSI)
ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି।
താരതമ്യം
ଯୋହନ 9:4 പര്യവേക്ഷണം ചെയ്യുക
2
ଯୋହନ 9:5
ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।
ଯୋହନ 9:5 പര്യവേക്ഷണം ചെയ്യുക
3
ଯୋହନ 9:2-3
ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ବାପମା? ଯୀଶୁ ଉତ୍ତର ଦେଲେ, ଏ କିମ୍ଵା ଏହାର ବାପମା ପାପ କଲେ ନାହିଁ, କିନ୍ତୁ ଈଶ୍ଵରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି।
ଯୋହନ 9:2-3 പര്യവേക്ഷണം ചെയ്യുക
4
ଯୋହନ 9:39
ପୁଣି ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।
ଯୋହନ 9:39 പര്യവേക്ഷണം ചെയ്യുക
നിങ്ങളുടെ അനുഭവം വ്യക്തിപരമാക്കാൻ യൂവേർഷൻ കുക്കികൾ ഉപയോഗിക്കുന്നു. ഞങ്ങളുടെ വെബ്സൈറ്റ് ഉപയോഗിക്കുന്നതിലൂടെ, ഞങ്ങളുടെ കുക്കികളുടെ ഉപയോഗം ഞങ്ങളുടെ സ്വകാര്യതാ നയം-ത്തിൽ വിവരിച്ചിരിക്കുന്നതുപോലെ നിങ്ങൾ അംഗീകരിക്കുന്നു
ആദ്യത്തെ സ്ക്രീൻ
വേദപുസ്തകം
പദ്ധതികൾ
Videos