1
ଯୋହନ 4:24
ପବିତ୍ର ବାଇବଲ
ପରମେଶ୍ୱର ହିଁ ଆତ୍ମା। ତେଣୁ ପରମେଶ୍ୱରଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ୟ ସହିତ ତାହାଙ୍କର ଉପାସନା କରିବା ଉଚିତ୍।”
Харьцуулах
ଯୋହନ 4:24 г судлах
2
ଯୋହନ 4:23
ଏପରି ସମୟ ଆସୁଛି, ଯେତେବେଳେ ପ୍ରକୃତ ଉପାସକମାନେ ପରମପିତାଙ୍କୁ ଆତ୍ମା ଓ ସତ୍ୟରେ ଉପାସନା କରିବେ। ସେହି ସମୟ ବର୍ତ୍ତମାନ ଉପସ୍ଥିତ। ସେହିଭଳି ଲୋକମାନଙ୍କୁ, ପରମପିତା ନିଜର ଉପାସକ ରୂପେ ଗ୍ରହଣ କରିବାକୁ ଗ୍ଭହାନ୍ତି।
ଯୋହନ 4:23 г судлах
3
ଯୋହନ 4:14
କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦେବି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହେବ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନ ଜଳର ଝର ସ୍ୱରୁପେ ସର୍ବଦା ପ୍ରବାହିତ ହେବ।”
ଯୋହନ 4:14 г судлах
4
ଯୋହନ 4:10
ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ପରମେଶ୍ୱର ଦେଉଥିବା ଜିନିଷ ବିଷୟରେ ଜାଣି ନାହଁ। ତୁମ୍ଭକୁ ଜଳ ମାଗୁଥିବା ବ୍ୟକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ୟ ତୁମ୍ଭେ ଜାଣି ନାହଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥା'ନ୍ତ ତେବେ ତୁମ୍ଭେ ମୋତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।”
ଯୋହନ 4:10 г судлах
5
ଯୋହନ 4:34
ଯୀଶୁ କହିଲେ, “ଯେଉଁ ପରମେଶ୍ୱର ମୋତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ଯ୍ୟ ପୂର୍ଣ୍ଣ କରିବା ହେଉଛି ମୋର ଆହାର।
ଯୋହନ 4:34 г судлах
6
ଯୋହନ 4:11
ସେହି ସ୍ତ୍ରୀଲୋକଟି କହିଲା, “ମହାଶୟ, ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇବେ? କୂଅତ ଅତି ଗଭୀର ଓ ପାଣି କାଢ଼ିବା ପାଇଁ ଆପଣଙ୍କ ପାଖରେ କିଛି ନାହିଁ।
ଯୋହନ 4:11 г судлах
7
ଯୋହନ 4:25-26
ସେହି ସ୍ତ୍ରୀଲୋକଟି କହିଲା, “ମୁଁ ଜାଣେ ଯେ ମଶୀହ ଆସୁଛନ୍ତି।” “ଯେତେବେଳେ ମଶୀହ ଆସିବେ, ସେତେବେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦେବେ।” ଯୀଶୁ ତାହାକୁ କହିଲେ, “ଯେଉଁ ଲୋକ ବର୍ତ୍ତମାନ ତୁମ୍ଭ ସହିତ କଥାବାର୍ତ୍ତା କରୁଛି। ସେ ନିଜେ ମଶୀହ ଅଟେ।”
ଯୋହନ 4:25-26 г судлах
8
ଯୋହନ 4:29
“ମୁଁ ଯାହାକିଛି କରିଛି, ପ୍ରତ୍ୟେକ କଥା ମୋତେ ଜଣେ ଲୋକ କହିଦେଲେ। ତୁମ୍ଭେ ସେହି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହୋଇ ପାରନ୍ତି।”
ଯୋହନ 4:29 г судлах
Нүүр хуудас
Библи
Тѳлѳвлѳгѳѳ
Видео