ଲୂକ 1:31-33

ଲୂକ 1:31-33 ODIAOV-BSI

ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ। ସେ ମହାନ ହେବେ ଓ ପରାତ୍ପରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ଵର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ, ସେ ଯାକୁବବଂଶ ଉପରେ ଯୁଗେ ଯୁଗେ ରାଜତ୍ଵ କରବେ, ପୁଣି ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।