ମାତିଉ 20:26-28
ମାତିଉ 20:26-28 NTSAA20
ମାତର୍ ତମେ ସେନ୍ତାର୍ ଉଆନାଇ । ତମର୍ ବିତ୍ରେ ଗଟେକ୍ ଲକ୍ ବଡ୍ ଅଇବାକେ ମନ୍ କଲାନି ବଇଲେ, ସେ ସବୁଲକର୍ ସେବା କର୍ବାର୍ ଆଚେ । ତମର୍ ବିତ୍ରେ ଜେ ମୁକିଅ ଅଇବାକେ ମନ୍ କଲାସ୍ନି, ସେ ବିନ୍ ଲକର୍ ଗତିଦାଙ୍ଗ୍ଡା ପାରା ଅଇ ସେମନର୍ ସେବା କର । ଜେନ୍ତାରି କି ପର୍ମେସର୍ ପାଟାଇଲା ନର୍ପିଲା ମୁଇ ମିସା ସେବା ମିଲ ବଲି ଆସି ନାଇ, ମାତର୍ ବିନ୍ ଲକ୍ମନର୍ ସେବା କରି ସେମନ୍କେ ମୁକ୍ତି ମିଲ ବଲି ନିଜର୍ ଜିବନ୍ ଦେବାକେ ଆଇଲି ଆଚି ।”