1
ମାତିଉ 19:26
Desiya Bible, 2025
Saa25
ଜିସୁ ସେମନର୍ ବାଟେ ଦିରେକରି ଦେକି କଇଲା, “ମୁନୁସ୍ମନର୍ଟାନେ ଏଟା ଅଇନାପାରେ, ମାତର୍ ପର୍ମେସରର୍ ଟାନେ ସବୁଟା ଅଇପାର୍ସି ।”
तुलना
अन्वेषण गर्नुहोस् ମାତିଉ 19:26
2
ମାତିଉ 19:6
ଆରି ସେମନ୍ ଅଲ୍ଗା ନ ଅଅତ୍, ମିସି ରଇବାଇ । ସେମନ୍ ଦୁଇଲକ୍ ଇସାବେ ନ ରଅତ୍ । ଜନ୍ ଲକ୍ମନ୍କେ ପର୍ମେସର୍ ଜଡିଆଚେ, ଲକ୍ମନ୍ ସେମନ୍କେ ବେଗ୍ଲାଇବାଟା ଟିକ୍ନାଇ ।”
अन्वेषण गर्नुहोस् ମାତିଉ 19:6
3
ମାତିଉ 19:4-5
ଜିସୁ କଇଲା, “ସାସ୍ତରେ ପଡାସ୍ ନାଇ କି ? ଆଦିପୁର୍ବେ ପର୍ମେସର୍ ନର୍ ଲକ୍କେ ମୁନୁସ୍ ଆରି ମାଇଜି କରି ତିଆର୍ କଲା । ସେଡେବେଲେ ମାପ୍ରୁ କଇରଇଲା, ଏଟାର୍ ପାଇ ବଲି ମୁନୁସ୍, ତାର୍ ଆୟା ବାବାର୍ତେଇ ଅନି ବିନେ ଅଇସି ଆରି ସେମନ୍ ଦୁଇ ଲକ୍ ଗଟେକ୍ ଅଇବାଇ ।
अन्वेषण गर्नुहोस् ମାତିଉ 19:4-5
4
ମାତିଉ 19:14
ମାତର୍ ଜିସୁ କଇଲା, “ସାନ୍ ପିଲାମନ୍କେ ମର୍ ଲଗେ ଆଇବାକେ ବାଟ୍ ଦିଆସ୍ । ସେମନ୍କେ ମନା କରା ନାଇ । କାଇକେ ବଇଲେ ଏମନ୍ ଆକା ସରଗ୍ ରାଇଜେ ରଇବା ଲକ୍ ।”
अन्वेषण गर्नुहोस् ମାତିଉ 19:14
5
ମାତିଉ 19:30
ଏବେ ଜନ୍ ଲକ୍ମନ୍ ଆଗ୍ତୁ ଆଚତ୍, ସେମନର୍ ବିତ୍ରେଅନି ବେସି ଲକ୍ ପଚେ ଅଇଜିବାଇ । ଆରି ଜନ୍ ଲକ୍ମନ୍ ପଚେ ଆଚତ୍, ସେମନର୍ ବିତ୍ରେ ଅନି ବେସି ଲକ୍ ଆଗ୍ତୁ ଅଇଜିବାଇ ।”
अन्वेषण गर्नुहोस् ମାତିଉ 19:30
6
ମାତିଉ 19:29
ଜନ୍ ଲକ୍ମନ୍ ମର୍ଲାଗି ନିଜର୍ ଗର୍, ବାଇ ବଇନି, ଆୟା ବାବା, ପିଲାଟକି ଆରି ଜମିବାଡି ଚାଡି ଆଚତ୍, ସେମନ୍ ତାର୍ ସଏ ଗୁନ୍ ଆସିର୍ବାଦ୍ ପାଇବାଇ, ଆରି ନ ସାର୍ବା ଜିବନ୍ ମିସା ପାଇବାଇ ।
अन्वेषण गर्नुहोस् ମାତିଉ 19:29
7
ମାତିଉ 19:21
ଜିସୁ ତାକେ କଇଲା, “ତୁଇ ଜଦି ସିଦ୍ ଅଇବାକେ ମନ୍ କଲୁସ୍ନି ବଇଲେ, ଜାଆ ତର୍ଟାନେ ରଇବା ସବୁଜାକ ବିକି ଦେଇ, ସେ ଡାବୁ ଗରିବ୍ ଲକ୍ମନ୍କେ ଦାନ୍ କରିଦେସ୍ । ଏଟା ସବୁ କରି ସାରାଇ ମର୍ ସଙ୍ଗ୍ ଆଉ । ସେନ୍ତାର୍ କଲେ ତକେ ସର୍ଗେ ଦନ୍ ମିଲ୍ସି ।”
अन्वेषण गर्नुहोस् ମାତିଉ 19:21
8
ମାତିଉ 19:17
ଜିସୁ ତାକେ କଇଲା, “ନିକ କାମ୍ ବିସଇ ନେଇକରି ମକେ କାଇକେ ପାଚାର୍ଲୁସ୍ନି ? ପର୍ମେସର୍ସେ ସତ୍ । ତାର୍ ଆଦେସ୍ ମାନ୍ଲେ, ନ ସାର୍ବା ଜିବନ୍ ମିଲାଇସୁ ।”
अन्वेषण गर्नुहोस् ମାତିଉ 19:17
9
ମାତିଉ 19:24
ଆରି ତରେକ୍ କଇଲିନି, ଗଟେକ୍ ବଡ୍ଟା ପସୁ ଜେନ୍ତି ସୁଜି କାଣାବାଟେ ଚିଙ୍ଗ୍ଲି ଜିବାକେ ଆବଡ୍, ସାଉକାର୍ ଲକ୍ ସରଗ୍ ରାଇଜେ କେଟ୍ବାଟା ଅଦିକ୍ ଆବଡ୍ ।”
अन्वेषण गर्नुहोस् ମାତିଉ 19:24
10
ମାତିଉ 19:9
ମାତର୍ ମୁଇ ତମ୍କେ କଇଲିନି, କେ ମିସା ତାର୍ ମାଇଜିକେ ବେସିଆ କାମ୍ ଅପ୍ରାଦ୍କେ ଚାଡି, ବିନ୍ କାଇଆଲେ କାମର୍ ପାଇ ଚାଡାମେଲା କରି, ବିନ୍ ମାଇଜିକେ ସଙ୍ଗଇଲେ, ସେ ସେ ନିଜେ ଦାରିଆ ଅଇସି ।”
अन्वेषण गर्नुहोस् ମାତିଉ 19:9
11
ମାତିଉ 19:23
ଜିସୁ ସିସ୍ମନ୍କେ କଇଲା, “ମୁଇ ତମ୍କେ ସତ୍ କଇଲିନି, ସାଉକାର୍ ଲକ୍ମନ୍ ସରଗ୍ ରାଇଜେ ସଲ୍କେ କେଟ୍ବାଟା ବଡେ ଆବଡ୍ ।
अन्वेषण गर्नुहोस् ମାତିଉ 19:23