“ଉପାସ୍ କର୍ବା ବେଲେ ଦରମ୍ ବଲି ଦେକାଇଅଇଲା ଲକର୍ ପାରା ବାଇରେ ସପାସୁତର୍ ଅଇବାଟା ଚାଡିଦେବାର୍ ନାଇ । ସେମନ୍ ଉପାସ୍ କଲୁନି ବଲି ଲକର୍ ଲଗେ ଦେକାଇ ଅଇବାକେ ସେନ୍ତାରି କର୍ବାଇ । ମୁଇ ତମ୍କେ ସତ୍ କଇଲିନି, ସେମନ୍ ଏନ୍ତି କର୍ବାର୍ ଲାଗି ନିଜର୍ ପୁରୁସ୍କାର୍ ସବୁ ପାଇଲାଇବେ । ମାତର୍ ତମେ ଉପାସ୍ କର୍ବା ବେଲେ, ମୁଣ୍ଡେ ଚିକନ୍ଲାଗାଇ ଅଇ ସପା ସୁତ୍ରା ରୁଆ । ଜେନ୍ତିକି ଉପାସ୍ କଲାସ୍ନି ବଲି ବିନ୍ ଲକ୍ମନ୍ ନାଜାନତ୍ । ମାତର୍ ତମର୍ ନ ଡିସ୍ବା ବାବା ସବୁ କାତା ଜାନେ । ତମେ ଲୁଚ୍ତେ ଜାଇଟା କର୍ସା, ସେଟା ଦେକି ତମ୍କେ ପୁରୁସ୍କାର୍ ଦେଇସି ।”
।