1
ଯୋହନ 1:12
ପବିତ୍ର ବାଇବଲ
କିନ୍ତୁ ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ ଏବଂ ତାହାଙ୍କ ଠାରେ ବିଶ୍ୱାସ କଲେ, ସେସମସ୍ତଙ୍କୁ ସେ ପରମେଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ।
तुलना
अन्वेषण गर्नुहोस् ଯୋହନ 1:12
2
ଯୋହନ 1:1
ଜଗତ ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ। ସେହି ବାକ୍ୟ ପରମେଶ୍ୱରଙ୍କ ସହିତ ଥିଲେ। ସେହି ବାକ୍ୟ ପରମେଶ୍ୱର ଥିଲେ।
अन्वेषण गर्नुहोस् ଯୋହନ 1:1
3
ଯୋହନ 1:5
ସେହି ଆଲୋକ ଅନ୍ଧକାରରେ ଆଲୋକିତ ହୁଏ, ଆଉ ଅନ୍ଧକାର ଆଲୋକକୁ ପରାଜିତ କରି ପାରି ନାହିଁ।
अन्वेषण गर्नुहोस् ଯୋହନ 1:5
4
ଯୋହନ 1:14
ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା।
अन्वेषण गर्नुहोस् ଯୋହନ 1:14
5
ଯୋହନ 1:3-4
ତାହାଙ୍କ ଦ୍ୱାରା ସବୁକିଛି ସୃଷ୍ଟି ହୋଇଅଛି। ଏହି ସଂସାରରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ୱାରା ସୃଷ୍ଟି ହୋଇ ନାହିଁ। ତାହାଙ୍କଠାରେ ଜୀବନ ଥିଲା। ସେହି ଜୀବନ ସଂସାରର ସମସ୍ତ ଲୋକମାନଙ୍କ ପାଇଁ ଆଲୋକ ଥିଲା।
अन्वेषण गर्नुहोस् ଯୋହନ 1:3-4
6
ଯୋହନ 1:29
ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସୁଥିବା ଦେଖି କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ଯେ ଜଗତର ପାପ ବହିନେଇଯାଆନ୍ତି।
अन्वेषण गर्नुहोस् ଯୋହନ 1:29
7
ଯୋହନ 1:10-11
ସେହି ବାକ୍ୟ ଜଗତରେ ଥିଲେ। ତାହାଙ୍କ ଦ୍ୱାରା ଏ ପୃଥିବୀର ସୃଷ୍ଟି ହେଲା, କିନ୍ତୁ ଏହି ଜଗତର ଲୋକମାନେ ତାହାଙ୍କୁ ଗ୍ରହଣ କରି ପାରିଲେ ନାହିଁ। ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ
अन्वेषण गर्नुहोस् ଯୋହନ 1:10-11
8
ଯୋହନ 1:9
ଏହି ସତ୍ୟ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି ଏବଂ ଏହି ସତ୍ୟ ଆଲୋକ ଜଗତକୁ ଆସୁଥିଲେ।
अन्वेषण गर्नुहोस् ଯୋହନ 1:9
9
ଯୋହନ 1:17
ମୋଶାଙ୍କ ଦ୍ୱାରା ଆମ୍ଭମାନଙ୍କୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା।
अन्वेषण गर्नुहोस् ଯୋହନ 1:17
होम
बाइबल
योजनाहरू
भिडियोहरू