ନଅର୍ ବେଲେ ଜେନ୍ତାରି ଗଟିରଇଲା, ସମାନ୍ ସେନ୍ତାରିସେ ନର୍ପିଲା ମୁଇ ଆଇବା ବେଲା ମିସା । ପୁର୍ତିବି ଉପ୍ରେ ପାନି ବର୍ତି ଅଇବାବେଲେ ଅନି ନଅ ପାନିଜାଜେ ପୁର୍ବା ଜାକ, ଲକ୍ମନ୍ କାଆ ପିଇ ଅଇ ବିବା କାମେ ତେରେପେତେ ଅଇରଇଲାଇ । ପାନିତେଇ ସେମନ୍ ବଅଁଲି ଜିବା ଜାକ, କାଇଟା ଅଇଲାନି, ଜାନି ନ ରଇଲାଇ । ନର୍ପିଲା ମୁଇ ଆଇବା ବେଲେ ସମାନ୍ ସେନ୍ତାରି ଅଇସି ।