1
ମାର୍କ 1:35
ସତିଅର୍ ବାଟ୍, ନୁଆ ନିୟମ୍, 2020
ଆର୍କର୍ ସାକାଲେ କୁକ୍ଡା ଡାକ୍ ବେଲାଇ ଜିସୁ ଉଟି ଗରେଅନି ବାରଇ ଜାଇ ଗଟେକ୍ କିନରା ରଇବା ଚିମ୍ରା ଜାଗାଇ, ଜାଇ ପାର୍ତନା କର୍ବାର୍ ଦାର୍ଲା ।
Vergelijk
Ontdek ମାର୍କ 1:35
2
ମାର୍କ 1:15
“ସମାନ୍ ବେଲା ଆଇଲା, ପର୍ମେସରର୍ ରାଇଜ୍ ଲଗେ କେଟ୍ଲା ଆଚେ । ତମେ ପାପେ ଅନି ମନ୍ ବାଉଡାଇକରି ନିମାନ୍ କାତାଇ ବିସ୍ବାସ୍ କରା ।”
Ontdek ମାର୍କ 1:15
3
ମାର୍କ 1:10-11
ସେ ପାନିତେଇ ଅନି ବାରଇ ଆଇବାବେଲେ, ସରଗ୍ ଉଗାଡି ଅଇ ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତ୍ରି ଆଇବାଟା ସେ ଦେକ୍ଲା । ଆରି ସର୍ଗେଅନି ଗଟେକ୍ ସର୍ ସୁନିଅଇଲା, “ତୁଇ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ।”
Ontdek ମାର୍କ 1:10-11
4
ମାର୍କ 1:8
ମୁଇ ତମ୍କେ ପାନିତେଇ ଡୁବନ୍ ଦେଲିନି, ମାତର୍ ସେ ତମ୍କେ ସୁକଲ୍ଆତ୍ମାଇ ଡୁବନ୍ ଦେଇସି ।”
Ontdek ମାର୍କ 1:8
5
ମାର୍କ 1:17-18
ଜିସୁ ସେମନ୍କେ କଇଲା, “ମର୍ ସଙ୍ଗ୍ ଆସା, ମୁଇ ତମ୍କେ ଲକ୍ମନ୍କେ ପର୍ମେସରର୍ ବାଟେ ଆନ୍ବା ବିସଇ ସିକାଇବି ।” ସେଦାପ୍ରେ ସେମନ୍ ଜାଲ୍ ଚାଡି ଜିସୁର୍ ପଚେ ପଚେ ଗାଲାଇ ।
Ontdek ମାର୍କ 1:17-18
6
ମାର୍କ 1:22
ଲକ୍ମନ୍ ତାର୍ ସିକିଆ ସୁନି କାବା ଅଇଗାଲାଇ, ସେ ସାସ୍ତର୍ ସିକାଉପାରା ନ ସିକାଇ, ନିଜର୍ ଅଦିକାର୍ ସଙ୍ଗ୍ ସିକିଆ ଦେଇତେ ରଇଲା ।
Ontdek ମାର୍କ 1:22
Thuisscherm
Bijbel
Leesplannen
Video's