1
ମାର୍କ 2:17
ସତିଅର୍ ବାଟ୍, ନୁଆ ନିୟମ୍, 2020
ସେଟା ସୁନି ଜିସୁ ସାସ୍ତର୍ ସିକାଉମନ୍କେ କଇଲା, “ ନିମାନ୍ ଲକ୍ମନର୍ପାଇ ଡାକ୍ଦରର୍ ଲଡା ନାଇ, ମାତର୍ ନିମାନ୍ ନ ରଇଲା ଲକ୍ମନ୍କେ ଲଡା ଆଚେ । ଜେ ନିଜେ ‘ମୁଇ ଦରମ୍ ଲକ୍ ।’ ବଲି ବାବିଅଇବା ଲକର୍ପାଇ ମୁଇ ଆସିନାଇ, ମାତର୍ ପାପିମନ୍କେ ପାପ୍ଟାନେଅନି ବାଉଡାଇବାକେ ଆସିଆଚି ।”
Vergelijk
Ontdek ମାର୍କ 2:17
2
ମାର୍କ 2:5
ଜିସୁ ସେମନର୍ ବିସ୍ବାସ୍ ଦେକି ଚେରେଙ୍ଗ୍ ରଗିକେ କଇଲା, “ବାବୁରେ ମୁଇ ତର୍ ପାପ୍ କେମା କରିଦେଲି ।”
Ontdek ମାର୍କ 2:5
3
ମାର୍କ 2:27
ଜିସୁ ସେମନ୍କେ କଇଲା, “ ବିସ୍ରାମ୍ବାର୍ ଲକ୍ମନର୍ ସାଇଜର୍ପାଇ ଅଇଲା ଆଚେ, ସେଟା ଲକ୍ମନ୍କେ ବିଜାର୍ କର୍ବାକେ ଅଏନାଇ ।
Ontdek ମାର୍କ 2:27
4
ମାର୍କ 2:4
ମାତର୍ ଲକ୍ମନ୍ ଚିପାଟେଲା ଅଇରଇଲାଇକେ, ତାକେ ଜିସୁର୍ ଲଗେ ନେଇ ନାପାର୍ଲାଇ । ନାପାରିକରି, ଜିସୁ ଜନ୍ଟାନେ ରଇଲା, ତେଇର୍ ଚାନି ବଡ୍ଟା କାଣାକରି, ରଗିକେ କଟ୍ ମିସ୍ତେ ତାର୍ ମୁଆଟେ ସିଦା ଉତ୍ରାଇଦେଲାଇ ।
Ontdek ମାର୍କ 2:4
5
ମାର୍କ 2:10-11
ମାତର୍ ଗୁଲାଇ ଜଗତର୍ ପାପ୍ କେମା କର୍ବାକେ ପର୍ମେସର୍ ପାଟାଇଲା ନର୍ପିଲା ମର୍ ଅଦିକାର୍ ଆଚେ ବଲି ଏବେ ମୁଇ, ଏ ଲକ୍କେ ନିକ କରି ଦେକାଇବି ।” ସେ ଚେରେଙ୍ଗ୍ ରଗିକେ କଇଲା, “ମୁଇ ତକେ କଇଲିନି ଉଟ୍, ତର୍ କଟ୍ ବଇ, ନିଜର୍ ଗରେ ବାରିଜା ।”
Ontdek ମାର୍କ 2:10-11
6
ମାର୍କ 2:9
କନ୍ଟା କର୍ବାଟା ସଅଜ୍ ଅଇଲାନି ? ବାବୁରେ ‘ମୁଇ ତର୍ ପାପ୍ କେମା କରିଦେଲି ।’ ବଲି କଇବାଟା, କି ‘ଉଟ୍ ତର୍ କଟ୍ ବଇ ଇଣ୍ଡିଜା ।’ ବଲ୍ବାଟା ?
Ontdek ମାର୍କ 2:9
7
ମାର୍କ 2:12
ସେଦାପ୍ରେ ସେ ରଗି ଉଟି କଟ୍ ବଇକରି ସବୁ ଲକର୍ ଦେକ୍ତେ ବାରଇ ଗାଲା । ସେବେଲାଇ ସବୁଲକ୍ କାବା ଅଇ ପର୍ମେସରର୍ ମଇମା କରି କରି କଇଲାଇ, “ଆମେ ଏନ୍ତାରିଟା କେବେ ମିସା ଦେକି ନ ରଇଲୁ ।”
Ontdek ମାର୍କ 2:12
Thuisscherm
Bijbel
Leesplannen
Video's