ମାତିଉ 22:37-39
ମାତିଉ 22:37-39 NTSAA20
ଜିସୁ ତାକେ କଇଲା, “ତମର୍ ମାପ୍ରୁ, ପରମେସର୍କେ ପୁରାପୁରୁନ୍ ମନ୍ଦେଇ, ପୁରାପୁରୁନ୍ ଜିବନ୍ ଦେଇ, ପୁରାପୁରୁନ୍ ଚିନ୍ତା ସଙ୍ଗ୍ ତାକେ ମାନା ଆରି ଆଲାଦ୍ କରା । ଏଟା ଅଇଲାନି ସବୁର୍ଟାନେଅନି ଆଗତୁ ଆରି ମୁକିଅ ଆଦେସ୍ ।” ତାର୍ ପଚର୍ ମୁକିଅ ଆଦେସ୍ ଅଇଲାନି, ତମର୍ ଲଗର୍ ପାକର୍ ଗରର୍ ଲକ୍ମନ୍କେ ନିଜ୍କେ ଆଲାଦ୍ କଲା ପାରା ଆଲାଦ୍ କରା ।