ମାତିଉ 28:12-15
ମାତିଉ 28:12-15 NTSAA20
ମୁକିଅ ପୁଜାରିମନ୍ ପାର୍ଚିନ୍ମନର୍ ସଙ୍ଗ୍ ମିସି କୁଟ୍ ପାଁଚ୍ଲାଇ । ସେମନ୍ ସନିଅମନ୍କେ ବେସି ଡାବୁ ଲାଁଚ୍ଦେଇ କଇଲାଇ, ତମେ କୁଆ “ଆମେ ରାତିଆ ସଇଦେଇ ରଇଲା ବେଲେ ତାର୍ ସିସ୍ମନ୍ ଆସି ତାର୍ ମଲା ଗାଗଡ୍ ଚରାଇ ଦାରିଗାଲାଇ । ଜଦି ସାସନ୍କାରିଆ ଏ କାତା ନ ସୁନ୍ସି, ବଇଲେ ତମର୍ ଦସ୍ ନାଇ ବଲି ଆମେ ବୁଜାଇ ଦେବୁ । ଏ ବିସଇନେଇ ତମେ ଦାନ୍ଦା ଉଆନାଇ ।” ସନିଅମନ୍ ଡାବୁ ନେଇକରି, ସେମନ୍କେ କଇରଇଲା ଇସାବେ କାମ୍ କଲାଇ । ସେମନ୍ ସେବେଲେ ଜେନ୍ତି କଇରଇଲାଇ, ଜିଉଦିମନ୍ ଆଜିକେ ଜାକ ସେ କାତା ଜାନାଇଲାଇନି ।