ମାତିଉ 28:19-20
ମାତିଉ 28:19-20 NTSAA20
ତେବେ ତମେ ଦେସ୍ମନ୍କେ ରଇବା ସବୁ ବାସାର୍ ଲକ୍ମନର୍ ଲଗେ ଜାଇ, ସେମନ୍କେ ମର୍ ସିସ୍ କରାଆ । ବାବା, ପଅ ଆରି ସୁକଲ୍ ଆତ୍ମାର୍ ନାଉଁଦାରି ସେମନ୍କେ ଡୁବନ୍ ଦିଆସ୍ । ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।”