1
ଯୋହନ 1:12
ପବିତ୍ର ବାଇବଲ (CL) NT (BSI)
କିନ୍ତୁ ଯେଉଁମାନେ ତାଙ୍କୁ ଗ୍ରହଣ କରି ତାଙ୍କଠାରେ ବିଶ୍ୱାସ କଲେ, ସେମାନଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ।
Sammenlign
Utforsk ଯୋହନ 1:12
2
ଯୋହନ 1:1
ସକଳ ସୃଷ୍ଟିର ପୂର୍ବେ ବାକ୍ୟ ଥିଲେ। ଈଶ୍ୱରଙ୍କ ସଙ୍ଗରେ ସେ ଅବସ୍ଥାନ କରୁଥିଲେ। ସେ ଓ ଈଶ୍ୱର ଏକ ଥିଲେ।
Utforsk ଯୋହନ 1:1
3
ଯୋହନ 1:5
ସେହି ଜ୍ୟୋତି ଅନ୍ଧକାର ମଧ୍ୟରେ ସଦା ଦୀପ୍ତିମାନ। ଅନ୍ଧକାର ତାକୁ କଦାପି ନିର୍ବାପିତ କରିପାରେ ନାହିଁ।
Utforsk ଯୋହନ 1:5
4
ଯୋହନ 1:14
ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ।
Utforsk ଯୋହନ 1:14
5
ଯୋହନ 1:3-4
ପୁଣି ସେହି ବାକ୍ୟ ଦ୍ୱାରା ଈଶ୍ୱର ସମସ୍ତ ସୃଷ୍ଟି କଲେ। ତାଙ୍କ ବିନା କିଛି ହିଁ ସୃଷ୍ଟି ହୋଇ ନାହିଁ। ସେହି ବାକ୍ୟ ଥିଲେ ଜୀବନର ଉତ୍ସ ଓ ସେହି ଜୀବନ ହିଁ ମାନବ ଜାତିର ଜ୍ୟୋତି।
Utforsk ଯୋହନ 1:3-4
6
ଯୋହନ 1:29
ତା’ ପରଦିନ ଯୀଶୁଙ୍କୁ ତାଙ୍କ ନିକଟକୁ ଆସୁଥିବାର ଦେଖି ଯୋହନ କହିଲେ, “ଏହି ଦେଖ, ଈଶ୍ୱରଙ୍କ ମେଷଶାବକ ଯେ ଜଗତର ପାପ ବହି ନେଇ ଯାଆନ୍ତି।
Utforsk ଯୋହନ 1:29
7
ଯୋହନ 1:10-11
ସେହି ‘ବାକ୍ୟ’ ଜଗତରେ ଥିଲେ; ତାଙ୍କ ଦ୍ୱାରା ଜଗତ ସୃଷ୍ଟ ହୋଇଥିଲା, ତଥାପି ଜଗତ ତାଙ୍କୁ ଚିହ୍ନିଲା ନାହିଁ। ସେ ତାଙ୍କ ନିଜ ରାଜ୍ୟକୁ ଆସିଲେ, ଅଥଚ ତାଙ୍କ ଲୋକମାନେ ତାଙ୍କୁ ଗ୍ରହଣ କଲେ ନାହିଁ।
Utforsk ଯୋହନ 1:10-11
8
ଯୋହନ 1:9
ଯେଉଁ ଜ୍ୟୋତି ଜଗତକୁ ଆସି ସମଗ୍ର ମାନବ ଜାତିକୁ ଆଲୋକିତ କରେ- ତାହା ହିଁ ପ୍ରକୃତ ଜ୍ୟୋତି।
Utforsk ଯୋହନ 1:9
9
ଯୋହନ 1:17
ଈଶ୍ୱର ମୋଶାଙ୍କ ଦ୍ୱାରା ବିଧିବ୍ୟବସ୍ଥା ପ୍ରଦାନ କଲେ। କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ଜଗତକୁ ଆସିଛି।
Utforsk ଯୋହନ 1:17
Hjem
Bibel
Leseplaner
Videoer