YouVersion
Pictograma căutare

ଯୋହନ 6:19-20

ଯୋହନ 6:19-20 OERV

ସେମାନେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କିଲୋମିଟର ପର୍ଯ୍ୟନ୍ତ ଗଲେ। ତା'ପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଗ୍ଭଲୁଥିଲେ। ସେ ଡଙ୍ଗା ଆଡ଼କୁ ଆସୁଥିଲେ। ଶିଷ୍ୟମାନେ ଡରିଗଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ। ଏହିତ ମୁଁ ନିଜେ।”