YouVersion logo
Dugme za pretraživanje

ଲୂକ 24:46-48

ଲୂକ 24:46-48 OERV

ଯୀଶୁ ସେମାନଙ୍କୁ କହିଲେ, “ଖ୍ରୀଷ୍ଟଙ୍କୁ ମାରି ଦିଆଯିବା ଓ ମୃତ୍ୟୁରୁ ତିନି ଦିନ ପରେ ପୁଣି ସେ ବଞ୍ଚି ଉଠିବା କଥା ଲେଖା ଅଛି। ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।