1
ମାଥିଉଲିଖିତ ସୁସମାଚାର 10:16
ପବିତ୍ର ବାଇବଲ (CL) NT (BSI)
“ଶୁଣ, ମେଣ୍ଡାମାନଙ୍କୁ ବାଘ ମୁହଁକୁ ଠେଲିଦେଲା ପରି ମୁଁ ତୁମ୍ଭମାନଙ୍କୁ ପଠାଉଛି। ସୁତଚାଂ ତୁମେ ସର୍ପ ନରି ସତର୍କ ରୁହ, କିନ୍ତୁ କପୋତ ପରି ଅମାୟିକ ହୁଅ।
ஒப்பீடு
ମାଥିଉଲିଖିତ ସୁସମାଚାର 10:16 ஆராயுங்கள்
2
ମାଥିଉଲିଖିତ ସୁସମାଚାର 10:39
ଯେ କେହି ନିଜ ଜୀବନ ରକ୍ଷା କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ; ବରଂ ଯେ ମୋ’ପୋଇଁ ନିଜ ଜୀବନକୁ ଉତ୍ସର୍ଗ କରେ, ସେ ପ୍ରକୃତରେ ତାହା ସୁରକ୍ଷା କରିବ।
ମାଥିଉଲିଖିତ ସୁସମାଚାର 10:39 ஆராயுங்கள்
3
ମାଥିଉଲିଖିତ ସୁସମାଚାର 10:28
ଯେଉଁମାନେ କେବଳଶରୀରକୁ ବିନଷ୍ଟ କରନ୍ତି, କିନ୍ତୁ, କିନ୍ତୁଆମାôର କିଛି କ୍ଷତି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। ବରଂ ଯେଉଁ ଈଶ୍ୱର ତୁମର ଶରୀର ଓ ଆତ୍ମା ଉଭୟକୁ ନରକରେ ଧ୍ୱଂସ କରିପାରନ୍ତି, ତାଙ୍କୁ ଭୟ କର।
ମାଥିଉଲିଖିତ ସୁସମାଚାର 10:28 ஆராயுங்கள்
4
ମାଥିଉଲିଖିତ ସୁସମାଚାର 10:38
ଯେ କେହି ନିଜ କ୍ରୁଶ ବହନ କରି ମୋତେ ଅନୁସରଣ କରେ ନାହିଁ, ସେ ମୋହର ଶିଷ୍ୟ ହେବାକୁ ଯୋଗ୍ୟ ନୁହେଁ।
ମାଥିଉଲିଖିତ ସୁସମାଚାର 10:38 ஆராயுங்கள்
5
ମାଥିଉଲିଖିତ ସୁସମାଚାର 10:32-33
“ଯେ କେହି ପ୍ରକାଶ୍ୟରେ ମୋତେ ପ୍ରଭୁ ବୋଲ ମୁଁ ସ୍ୱୀକାର କରେ, ମୋର ସ୍ୱର୍ଗସ୍ଥ ପିତାଙ୍କ ସମ୍ମୁଖରେ ତାକୁ ମୋର ଶିଷ୍ୟ ବୋଲି ମୁଁ ସ୍ୱୀକାର କରିବି। କିନ୍ତୁ ଯେ କେହି ପ୍ରକାଶ୍ୟରେ ମେତେ ପ୍ରତ୍ୟାଖ୍ୟାନ କରେ, ତାକୁ ମୁଁ ମଧ୍ୟ ମୋ’ ପିତାଙ୍କ ସମ୍ମ୍ରୁେ ପ୍ରତ୍ୟାଖ୍ୟାନ କରିବି।
ମାଥିଉଲିଖିତ ସୁସମାଚାର 10:32-33 ஆராயுங்கள்
6
ମାଥିଉଲିଖିତ ସୁସମାଚାର 10:8
ବ୍ୟାଧିଗ୍ରସ୍ତ ଲୋକଙ୍କୁ ସୁସ୍ଥ କର, ମୃତବ୍ୟକ୍ତିମାନଙ୍କୁ ପୁନର୍ଜୀବିତ କର, କୁଷ୍ଟୀମାନଙ୍କୁ ରୋଗ ମୁକ୍ତ କର, ଗୂତ ଛଡ଼ାଅ। ଯାହା ବିନା ମୂଲ୍ୟରେ ପାଇଛ, ତାହା ଅନ୍ୟମାନଙ୍କୁ ବିନା ମୂଲ୍ୟରେ ଦାନ କର।
ମାଥିଉଲିଖିତ ସୁସମାଚାର 10:8 ஆராயுங்கள்
7
ମାଥିଉଲିଖିତ ସୁସମାଚାର 10:31
ଭୟ କର ନାହିଁ, ଅନେକ ଘର ଚଟିଆଠାରୁ ତୁମର ମୂଲ୍ୟ ଢେର ବେଶୀ।
ମାଥିଉଲିଖିତ ସୁସମାଚାର 10:31 ஆராயுங்கள்
8
ମାଥିଉଲିଖିତ ସୁସମାଚାର 10:34
“ମୁଁ ଜଗତରେ ଶାନ୍ତି ପ୍ରତିଷ୍ଠା କରିବାକୁ ଆସିଛି ବୋଲି ମନେକର ନାହିଁ। ନା, ମୁଁ ଶାନ୍ତି ଆଣିବାକୁ ଆସି ନାହିଁ-ଖଡ଼୍ଗ ନେଇ ଆସିଛି।
ମାଥିଉଲିଖିତ ସୁସମାଚାର 10:34 ஆராயுங்கள்
முகப்பு
வேதாகமம்
வாசிப்புத் திட்டங்கள்
காணொளிகள்