1
ଯୋହନ 5:24
ପବିତ୍ର ବାଇବଲ (CL) NT (BSI)
“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଯେ କେହି ମୋ’ କଥାରେ କର୍ଣ୍ଣପାତ କରି ମୋର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ଲାଭ କରିବ। ସେ ବିଚାରର ସମ୍ମୁଖୀନ ହେବ ନାହିଁ। କାରଣ ସେ ମୃତ୍ୟୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଛି।
Порівняти
Дослідити ଯୋହନ 5:24
2
ଯୋହନ 5:6
ଯୀଶୁ ସେଠାରେ ତାକୁ ପଡ଼ି ରହିଥିବା ଦେଖି ଜାଣିପାରିଲେ, ଲୋକଟି ବହୁ ବର୍ଷ ଧରି ପୀଡ଼ିତ ଥିଲା। ତେଣୁ ସେ ତାକୁ ପଚାରିଲେ: “ତୁମେ କ’ଣ ସୁସ୍ଥ ହେବାକୁ ଚାହଁ?”
Дослідити ଯୋହନ 5:6
3
ଯୋହନ 5:39-40
ଶାସ୍ତ୍ରମାନଙ୍କରେ ଅନନ୍ତ ଜୀବନର ସନ୍ଧାନ ମିଳିବ ବୋଲି ମନେ କରି ସେ ସବୁ ତୁମେ ଅଧ୍ୟୟନ କରିଥାଅ। ସେହିସବୁ ଶାସ୍ତ୍ର ମୋ’ ସପକ୍ଷରେ ସାକ୍ଷ୍ୟ ଦିଅନ୍ତି, ତଥାପି ଜୀବନ ପାଇବା ପାଇଁ ମୋ’ ନିକଟକୁ ଆସିବାକୁ ତୁମ୍ଭେମାନେ କୁଣ୍ଠିତ।
Дослідити ଯୋହନ 5:39-40
4
ଯୋହନ 5:8-9
ଯୀଶୁ ତାକୁ କହିଲେ: “ଠିଆ ହୁଅ, ଆଉ ତୁମର ବିଛଣା ଉଠାଇ ଚାଲ।” ତତ୍କ୍ଷଣାତ୍ ରୋଗୀଟି ସୁସ୍ଥ ହୋଇଗଲା ଏବଂ ତା’ର ବିଛଣା ଉଠାଇ ଚାଲିବାକୁ ଲାଗିଲା। ସେଦିନ ଥିଲା ବିଶ୍ରାମବାର।
Дослідити ଯୋହନ 5:8-9
5
ଯୋହନ 5:19
ଯୀଶୁ ସେମାନଙ୍କୁ କହିଲେ, “ମୁଁ ସତ୍ୟ କହୁଛି, ପୁତ୍ର ନିଜେ କିଛି କରିପାରନ୍ତି ନାହିଁ। ପିତାଙ୍କୁ ଯାହା କରୁଥିବାର ଦେଖିନ୍ତି, ପୁତ୍ର ତାହା ହିଁ କରନ୍ତି। ପିତା ଯାହା କରନ୍ତି, ପୁତ୍ର ମଧ୍ୟ ତାହା କରନ୍ତି।
Дослідити ଯୋହନ 5:19
Головна
Біблія
Плани
Відео