ମାତିଉ 1
1
ଜିସୁର୍ ଆନିଦାଦିମନର୍ ନାଉଁ ତାଲିକା
(ଲୁକ୍ ୩:୨୩-୩୮)
1ଏଟା ଅଇଲାନି ଜିସୁକିରିସ୍ଟର୍ ଆନିଦାଦିମନର୍ ନାଉଁ ତାଲିକା । ସେ ଦାଉଦ୍ ବଁସର୍ ରଇଲା ଆରି ଦାଉଦ୍ ଅବ୍ରାଆମ୍ ବଁସର୍ ରଇଲା ।
2ଅବ୍ରାଅମର୍ ପଅ ଇସାକ୍, ଇସାକର୍ ପଅ ଜାକୁବ୍, ଜାକୁବର୍ ପଅ ଜିଉଦା ଆରି ତାର୍ ବାଇମନ୍ । 3ଜିଉଦା ପେରସ୍ ଆରି ଜେରଅର୍ ବାବା ରଇଲା, ତାକର୍ ମାଆ ଅଇଲାନି ତାମର୍ । ପେରସର୍ ପଅ ଏସ୍ରନ୍ । 4ଏସ୍ରନର୍ ପଅ ଆରାମ୍, ଆରାମର୍ ପଅ ଅମିନାଦବ୍ ଅମିନାଦବର୍ ପଅ ନଅସନ୍, ନଅସନର୍ ପିଲା ସଲ୍ମନ୍ 5ସଲ୍ମନର୍ ପଅର୍ ନାଉଁ ବୟଜ୍, ବୟଜର୍ ମାଆ ରାଅବ୍ । ବୟଜର୍ ପଅର୍ ନାଉଁ ଅବେଦ୍ ଆରି ଅବେଦର୍ ମାଆର୍ ନାଉଁ ରୁତ୍ । ଅବେଦର୍ ପଅ ଜସୟ,
6ଦାଉଦ୍ ରାଜାର୍ ସାସନ୍ ବେଲେ ଅନି ଜେଡେବଲ୍ ଇସ୍ରାଏଲ୍ ଲକ୍ମନ୍କେ ବାବିଲନ୍ ଦେସେ ବାନ୍ଦି ନେଇରଇଲା ଜାକ ସେତ୍କି ଆନିଦାଦିମନର୍ ତାଲିକା ଆଚେ । ଜସୟର୍ ପଅ ଦାଉଦ୍ ରାଜା । ଉରିୟର୍ ମାଇଜିର୍ ପେଟେ ଅନି ସଲ୍ମନ୍କେ ଜନମ୍ ଦେଲା, 7ସଲମନର୍ ପଅ ରିଅବିୟାମ୍ ରିଅବିୟାମର୍ ପଅ ଅବିୟ । 8ଅବିୟର୍ ପଅ ଆସା, ଆସାର୍ ପଅ ଜିଅସାପଟ୍, ଜିଅସାପଟର୍ ପଅ ଜରାମ୍, ଜରାମର୍ ପଅ ଉଜିୟ । 9ଉଜିୟର୍ ପଅ ଜତାମ୍, ଜତାମର୍ ପଅ ଆଅସ୍, ଆଅସର୍ ପଅ ଇଜକିୟ । 10ଇଜକିୟର୍ ପଅ ମନସେଅ, ମନସେଅର୍ ପଅ ଆମନ୍, ଆମନର୍ ପଅ ଜସିୟ । 11ଜସିୟ ବାବିଲନ୍ ନଅରେ ବାସା ଅଇରଇଲା ବେଲେ, ଜିକନିୟ ଆରି ତାର୍ ବାଇମନ୍ ଜନମ୍ ଅଇଲାଇ ।
12ବାବିଲନେ ବନ୍ଦିଅଇ ସାର୍ଲା ପଚେଅନି ଜିସୁର୍ ଜନମ୍ ଜାକ ଏତ୍କି ଆନିଦାଦିମନର୍ ତାଲିକା ଆଚେ । ଜିକନିୟ ବାବିଲନେ ବାସାଅଇରଇଲା ବେଲେ, ସଲ୍ଟିଏଲ୍ ଜନମ୍ ଅଇଲା, ସଲ୍ଟିଏଲର୍ ପଅ ଜିରୁବାବେଲ୍, 13ଜିରୁବାବେଲର୍ ପଅ ଅବିଉଦ୍, ଅବିଉଦର୍ ପଅ ଏଲିୟାକିମ୍, ଏଲିୟାକିମର୍ ପଅ ଅଜୁର୍ । 14ଅଜୁର୍ ପଅ ସାଦକ୍, ସାଦକର୍ ପଅ ଆକିମ୍, ଜାକିନର୍ ପଅ ଏଲିଉଦ୍, ଏଲିଉଦର୍ ପଅ ଏଲାଜାର୍, ଏଲାଜାରର୍ ପଅ ମତ୍ତାନ୍ । 15ମତ୍ତାନର୍ ପଅ ଜାକୁବ୍, ଜାକୁବର୍ ପଅ ଜସେପ୍ । 16ଏ ଜସେପ୍ ମରିୟମ୍କେ ବିବା ଅଇରଇଲା । ମରିୟମର୍ ପେଟେଅନି ଜିସୁ ଜନମ୍ ଅଇରଇଲା । ଜିସୁ କିରିସ୍ଟକେ ମସିଅ ବଲି ମିସା ନାଉଁ ଆଚେ ।
17ଏନ୍ତାରି ଅବ୍ରାଆମର୍ତେଇ ଅନି ଦାଉଦ୍ ରାଜାର୍ ଜାକ ଚଉଦ ଉତାର୍, ଦାଉଦର୍ତେଇ ଅନି ବାବିଲନ୍ ବନ୍ଦିରଇଲା ଜାକ ଚଉଦ ଉତାର୍, ଆରି ବାବିଲନେ ବନ୍ଦିଅଇରଇଲା ବେଲେଅନି ଜିସୁକିରିସ୍ଟର୍ ଜନମ୍ ଜାକ ଚଉଦ ଉତାର୍ ।
ଜିସୁର୍ ଜନମ୍ ବିସଇ
(ଲୁକ୍ ୨:୧-୭)
18 #
ଲୁକ୍ ୧:୨୭
ଏଟା ଅଇଲାନି ଜିସୁ କିରିସ୍ଟର୍ ଜନମ୍ ବିସଇ । ଜିସୁର୍ ମା ମରିୟମର୍ ସଙ୍ଗ୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡାର୍ ପାଇ ବିବା ମାଙ୍ଗ୍ନି ଅଇରଇଲା । ମାତର୍ ସେମନର୍ ବିବା ନ ଅଇତେ ସୁକଲ୍ ଆତ୍ମାଇ ଅନି ଗାଗ୍ଡେ ଅଇରଇବାଟା ମରିୟମ୍ ଜାନିପାର୍ଲା । 19ଜସେପ୍ ଗଟେକ୍ ଦରମ୍ ଲକ୍ ରଇଲା ଆରି ସବୁବେଲେ ସତ୍ କାମ୍ କର୍ତେରଇଲା । ଆରି ମରିୟମ୍କେ ଲକ୍ମନର୍ ଟାନେ ନିନ୍ଦା କାତା ସୁନାଇବାକେ ମନ୍ ନ କର୍ତେ ରଇଲା । ସେଟାର୍ପାଇ କେ ନାଜାନ୍ତେ ତାର୍ ବିବା ମାଙ୍ଗ୍ନି ପିଟାଇଦେବାକେ ଉପାଇ ପାଁଚ୍ତେ ରଇଲା । 20ସେ ଏନ୍ତି ଉପାଇ ପାଁଚ୍ଲା ବେଲେ, ଜସେପ୍କେ ଗଟେକ୍ ପର୍ମେସରର୍ ଦୁତ୍ ସପ୍ନେ ଦେକାଇ ଅଇ କଇଲା, ଏ ଦାଉଦର୍ ନାତିର୍ ତିତି ଜସେପ୍, ଡର୍ନାଇ । ମରିୟମ୍କେ ମାଇଜି କରି ସଙ୍ଗଅ । କାଇକେବଇଲେ ସୁକଲ୍ ଆତ୍ମାଇ ଅନି ସେ ଗାଗ୍ଡେ ଅଇଲାଆଚେ ।
21 #
ଲୁକ୍ ୧:୩୧
ତାର୍ଟାନେଅନି ଗଟେକ୍ ପିଲା ଜନମ୍ ଅଇସି, ତମେ ତାକେ ଜିସୁ ବଲି ନାଉଁ ଦିଆସ୍, କାଇକେବଇଲେ ସେ ତାର୍ ଲକ୍ମନ୍କେ ସେମନର୍ ପାପେଅନି ଉଦାର୍ କର୍ସି ।
22ଆଇବା ଦିନ୍ମନ୍କେ କାଇଟା ଅଇସି ବଲି, ପର୍ମେସର୍ ଗଟେକ୍ ବବିସତ୍ବକ୍ତାକେ ପାଟାଇ ଜନ୍ କାତା ସୁନାଇରଇଲା, ସେଟା ପୁରାପୁରୁନ୍ ଅଇବାକେ ଏ ସବୁ ଅଇଲା । 23ଗଟେକ୍ ଦାଙ୍ଗ୍ଡି ଗାଗ୍ଡେ ଅଇ ପିଲା ଜନମ୍ କର୍ସି, ଆରି ସେ ପିଲା ଲକ୍ମନର୍ ଟାନେ ଇମାନୁଏଲ୍ ବଲି ନାମାଇ ଅଇସି, ଏ ନାଉଁର୍ ଅରତ୍ ଅଇଲାନି, ପର୍ମେସର୍ ଆମର୍ ସଙ୍ଗ୍ ଆଚେ ।
24ଜସେପ୍ ସଇଲା ଟାନେଅନି ଉଟି, ପର୍ମେସରର୍ ଦୁତ୍ ଜେନ୍ତି କଇରଇଲା, ସେନ୍ତି କଲା । ମରିୟମ୍କେ ବିବା ଅଇଲା । 25#ଲୁକ୍ ୨:୨୧ମାତର୍ ସେ ପିଲା ଜନମ୍ ନ ଅଇବା ଜାକ ମରିୟମ୍ ସଙ୍ଗ୍ ସୁଆବସା କରେନାଇ । ଜସେପ୍ ସେ ପିଲାକେ ଜିସୁ ବଲି ନାଉଁ ଦେଲା ।
Đang chọn:
ମାତିଉ 1: NTSaa20
Tô màu
Chia sẻ
Sao chép
Bạn muốn lưu những tô màu trên tất cả các thiết bị của mình? Đăng ký hoặc đăng nhập
The New Testament in Desiya Language © The Word for the World International and Desiya Translation Samithi, Koraput, Odisha. 2020