1
ଯୋହନ 8:12
ପବିତ୍ର ବାଇବଲ (Re-edited) - (BSI)
ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବର ଜୀବନର ଜ୍ୟୋତିଃ ପାଇବ।
Ṣe Àfiwé
Ṣàwárí ଯୋହନ 8:12
2
ଯୋହନ 8:32
ପୁଣି ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।
Ṣàwárí ଯୋହନ 8:32
3
ଯୋହନ 8:31
ଅତଏବ, ଯୀଶୁ ତାହାଙ୍କୁ ବିଶ୍ଵାସ କରିଥିବା ଯିହୁଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ
Ṣàwárí ଯୋହନ 8:31
4
ଯୋହନ 8:36
ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ।
Ṣàwárí ଯୋହନ 8:36
5
ଯୋହନ 8:7
ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ।
Ṣàwárí ଯୋହନ 8:7
6
ଯୋହନ 8:34
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ପାପ କରେ, ସେ ପାପର ଦାସ।
Ṣàwárí ଯୋହନ 8:34
7
ଯୋହନ 8:10-11
ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କଲେ ନାହିଁ? ସେ କହିଲା, କେହି ନାହିଁ, ପ୍ରଭୋ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]
Ṣàwárí ଯୋହନ 8:10-11
Ilé
Bíbélì
Àwon ètò
Àwon Fídíò