1
ଲୂକ 22:42
ପବିତ୍ର ବାଇବଲ (Re-edited) - (BSI)
ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ।
Ṣe Àfiwé
Ṣàwárí ଲୂକ 22:42
2
ଲୂକ 22:32
କିନ୍ତୁ ତୁମ୍ଭର ବିଶ୍ଵାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।
Ṣàwárí ଲୂକ 22:32
3
ଲୂକ 22:19
ପୁଣି, ସେ ରୋଟୀ ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।
Ṣàwárí ଲୂକ 22:19
4
ଲୂକ 22:20
ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ।
Ṣàwárí ଲୂକ 22:20
5
ଲୂକ 22:44
ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା।
Ṣàwárí ଲୂକ 22:44
6
ଲୂକ 22:26
କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି ଯେ ନେତା, ସେ ସେବକ ପରି ହେଉ।
Ṣàwárí ଲୂକ 22:26
7
ଲୂକ 22:34
କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ଵୀକାର କରିବ।
Ṣàwárí ଲୂକ 22:34
Ilé
Bíbélì
Àwon ètò
Àwon Fídíò