YouVersion 标志
圣经计划视频
获取软件
选择语言
搜索图标

ଆଦି ପୁସ୍ତକ 8 的热门经文

1

ଆଦି ପୁସ୍ତକ 8:21-22

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, ଆମ୍ଭେ ମନୁଷ୍ୟ ହେତୁରୁ ଆଉ ପୃଥିବୀକି ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ। ପୁଣି ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହି ସବୁର ନିବୃତ୍ତି ହେବ ନାହିଁ।

对照

探索 ଆଦି ପୁସ୍ତକ 8:21-22

2

ଆଦି ପୁସ୍ତକ 8:20

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଅନନ୍ତର ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।

对照

探索 ଆଦି ପୁସ୍ତକ 8:20

3

ଆଦି ପୁସ୍ତକ 8:1

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ଵାଦି ସମସ୍ତ ପ୍ରାଣୀଙ୍କି ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ,ତହୁଁ ଜଳ ଥମିଲା

对照

探索 ଆଦି ପୁସ୍ତକ 8:1

4

ଆଦି ପୁସ୍ତକ 8:11

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ବୁଝିଲେ।

对照

探索 ଆଦି ପୁସ୍ତକ 8:11

上一章
下一章
YouVersion

我们要鼓励、挑战你每天亲近上帝。

事工

关于我们

就职机会

义工

博客

新闻区

有用链接

帮助

捐赠

圣经译本

音频圣经

译本语言

今日经文


此数字事工属于

Life.Church
English (US)

©2025 Life.Church / YouVersion

隐私政策使用条款
漏洞披露方案
FacebookTwitterInstagramYouTubePinterest

主页

圣经

计划

视频